କାନାର ବ୍ୟାଙ୍କର କର୍ପୋରେଟ ମିଟ୍ ଭୁବନେଶ୍ୱର,୧୪ା୬: କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଏକ କର୍ପୋରେଟ୍ ମିଟ୍ ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ କ୍ରାଉନ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୭୦ରୁ ଉର୍ଦ୍ଧ୍ୱ କର୍ପୋରେଟ୍...