ଅନେକ ବିମାନ ଉଡ଼ାଣ ବାତିଲ କଲା ଇଣ୍ଡିଗୋ, ଯାତ୍ରୀଙ୍କୁ କ୍ଷମା ମାଗି… ନୂଆଦିଲ୍ଲୀ,୩ା୧୨: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋ ଗତ ଦୁଇ ଦିନ ଧରି ଏକ ଗମ୍ଭୀର ପରିଚାଳନାଗତ ସଙ୍କଟର ସମ୍ମୁଖୀନ ହେଉଛି। କମ୍ପାନୀ ଅନେକ ଉଡ଼ାଣ ବିଳମ୍ବ ଏବଂ ବାତିଲକରଣ ଯୋଗୁ ହୋଇଥିବା ଅସୁବିଧାକୁ ସ୍ବୀକାର କରିଛି, ଯାହା ଯାତ୍ରୀମାନଙ୍କୁ...