ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି । ଅଷ୍ଟ୍ରେଲିଆର ଜଣେ ପ୍ରଯୁକ୍ତି ବିଶେଷଜ୍ଞ AI ଉପକରଣ ସାହାଯ୍ୟରେ ତାଙ୍କ କୁକୁରର କର୍କଟ…