ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା… ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ ଓ ନଗଦ ୧୧୦୦ ଟଙ୍କା ମଧ୍ୟ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ,…