ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି.. ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍କୁ ଧରିବାରେ ସଫଳତା ମିଳିଛି। ପ୍ରକାଶ ଯେ, ଥାନାଠାରୁ ମାତ୍ର ଗୋଟିଏ କିମି ଦୂରତା…