ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍ ଗଲେ ୨ ଅଭିଯୁକ୍ତ
ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି ସହ ୧୩ କେଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି…
ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…
ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି ଏକ ବୋଲେରୋ ପିକ୍ଅପ୍ର ଗୁପ୍ତ ଚାମ୍ବରରୁ ୧୦୯ କେଜି ଗଞ୍ଜେଇ ଜବତ କରିଛି।…
ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…
ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ ପୋଲିସ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି…

