କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍ଆଇ ଏଲ୍. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ ସୂଚନା ପାଇ ଦୁଇ ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି କଡ଼ାକଡ଼ି ଭାବେ…