ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ! ସ୍ବାଭାବିକ। କୋଣାର୍କକୁ ନେଇ ଯେଉଁମାନେ ଆଲୋଚନା କରିଛନ୍ତି, ସେମାନେ ଉପାସନାର ଗଭୀରତା ଭିତରକୁ…