ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ଚିକିତ୍ସା ସେବାକୁ ଅଧିକ ବ୍ୟାପକ କରିବା ପାଇଁ ଅନେକ…