ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। ଉଭୟ ବିଜୁ ଛାତ୍ର ଜନତା ଦଳ…