Ind Vs NZ: ODI ସିରିଜ ପରାଜୟ ଉପରେ ଆସିଲା ଅଧିନାୟକ ଗିଲଙ୍କ ବୟାନ – ‘ବିରାଟଙ୍କ ବ୍ୟାଟିଂ ଏକ ‘ପ୍ଲସ ପଏଣ୍ଟ’ କିନ୍ତୁ…’ ନୂଆଦିଲ୍ଲୀ,୧୯।୧: ଭାରତୀୟ ଅଧିନାୟକ ଶୁବମନ ଗିଲ, ଜାନୁଆରୀ ୧୮, ୨୦୨୬ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ହାରିବା ପରେ କହିଛନ୍ତି ଯେ ବିରାଟ କୋହଲିଙ୍କ ଉତ୍କୃଷ୍ଟ ଫର୍ମ ଏବଂ ହର୍ଷିତ ରାଣାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ସକାରାତ୍ମକ ଦିଗ। ତଥାପି,...