ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ ସଲାମୀ ଏବଂ ଜାତୀୟ ସଙ୍ଗୀତର ଧ୍ୱନି ମଧ୍ୟରେ ଆକାଶରେ ତ୍ରିରଙ୍ଗା ଉଡ଼ୁଥିବା ସମୟରେ,…