Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ
ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା ଏବଂ ଝିଅ ରିଦ୍ଧିମା ମଧ୍ୟ ଉପସ୍ଥିତ ଥିଲେ। ଏହି ସାକ୍ଷାତର ଏକ ଭିଡିଓ…

