Tag Archives: car accident

ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍‌, ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍‌ରୁ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍‌ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ...

ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ସରକାରୀ କ୍ୱାର୍ଟର ଗେଟ୍‌ ଭାଙ୍ଗି ପଶିଗଲା କାର୍‌, ଚାଳକ ଅଟକ

ଭୁବନେଶ୍ୱର,୧ା୬: ରାଜଧାନୀ ଭୁବନେଶ୍ୱରରେ ରବିବାର ସିରିଜ ଦୁର୍ଘଟଣା ଘଟିଛି। ୟୁନିଟ-୨ ପେଟ୍ରୋଲ ପମ୍ପ୍‌ ନିକଟରେ ଏକ ଅଟୋ ସହ ୨ଟି କାର୍‌ ପଛକୁ ପଛ ପିଟି ହୋଇଯାଇଥିଲା। ଫଳରେ ପରେ କାର୍‌ଟି ଏକ ସରକାରୀ କ୍ବାର୍ଟର ଗେଟ୍‌ ଭାଙ୍ଗି ଘର...

ଆମେରିକା କାର ଦୁର୍ଘଟଣା: ୨ ଭାରତୀୟ ଛାତ୍ର ମୃତ

ନ୍ୟୁୟର୍କ,୧୩।୫: ଆମେରିକାର ପେନସିଲଭାନିଆରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି ଯେ ଦୁଇଜଣ ଭାରତୀୟ ଛାତ୍ରଙ୍କ କାର ଗଛ ସହିତ ଧକ୍କା ହୋଇ ପୋଲ ତଳକୁ ଖସି ପଡ଼ିବାରୁ ଏଥିରେ...

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର...

ବ୍ରିଜ୍‌ ଉପରୁ ୨୦ ଫୁଟ ତଳକୁ ଖସିଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ଜହ୍ନେଇ ନାଳ ପୋଲରେ ଶନିବାର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବ୍ରିଜ୍‌ ଉପରୁ ୨୦ ଫୁଟ ତଳକୁ ଏକ କାର୍‌ ଖସି ପଡ଼ିଛି। ଦୁର୍ଘଟଣାରେ...

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା...

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri