Tag Archives: car accident

ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍‌, ଆଉ ତା’ ପରେ…

ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍‌ ମାଡ଼ି ଯିବାରୁ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବୃଦ୍ଧ ଜଣକ ହେଲେ…

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍, ପଲାସୁଣୀ ଛକ ନିକଟରେ ଯାଉଥିବା ଅନ୍ୟ ଏକ କାରକୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା…

ଦୂତି ଚାନ୍ଦଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ପରିବାର ସହ ଆସୁଥିବାବେଳେ…

କଟକ,୩ା୧: ଦୌଡ଼ରାଣୀ ଦୂତି ଚାନ୍ଦଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ତାଙ୍କ ପରିବାର ସହ ଆସୁଥିବାବେଳେ କଟକର ତ୍ରିଶୂଳିଆ ବ୍ରିଜ୍‌ ନିକଟରେ କାର୍‌ ଦୁର୍ଘଟଣାର ଶିକାର ହୋଇଥିଲା। ତାଙ୍କର କାର୍‌ର ଚକା ହଠାତ୍‌ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ…

ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍‌, ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍‌ରୁ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨…

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍‌ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ…

ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ସରକାରୀ କ୍ୱାର୍ଟର ଗେଟ୍‌ ଭାଙ୍ଗି ପଶିଗଲା କାର୍‌, ଚାଳକ ଅଟକ

ଭୁବନେଶ୍ୱର,୧ା୬: ରାଜଧାନୀ ଭୁବନେଶ୍ୱରରେ ରବିବାର ସିରିଜ ଦୁର୍ଘଟଣା ଘଟିଛି। ୟୁନିଟ-୨ ପେଟ୍ରୋଲ ପମ୍ପ୍‌ ନିକଟରେ ଏକ ଅଟୋ ସହ ୨ଟି କାର୍‌ ପଛକୁ ପଛ ପିଟି ହୋଇଯାଇଥିଲା। ଫଳରେ ପରେ କାର୍‌ଟି ଏକ ସରକାରୀ କ୍ବାର୍ଟର ଗେଟ୍‌ ଭାଙ୍ଗି ଘର ଭିତରକୁ…

ଆମେରିକା କାର ଦୁର୍ଘଟଣା: ୨ ଭାରତୀୟ ଛାତ୍ର ମୃତ

ନ୍ୟୁୟର୍କ,୧୩।୫: ଆମେରିକାର ପେନସିଲଭାନିଆରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି ଯେ ଦୁଇଜଣ ଭାରତୀୟ ଛାତ୍ରଙ୍କ କାର ଗଛ ସହିତ ଧକ୍କା ହୋଇ ପୋଲ ତଳକୁ ଖସି ପଡ଼ିବାରୁ ଏଥିରେ ସେମାନେ…

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର କାର୍‌…

ବ୍ରିଜ୍‌ ଉପରୁ ୨୦ ଫୁଟ ତଳକୁ ଖସିଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ଜହ୍ନେଇ ନାଳ ପୋଲରେ ଶନିବାର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବ୍ରିଜ୍‌ ଉପରୁ ୨୦ ଫୁଟ ତଳକୁ ଏକ କାର୍‌ ଖସି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ…

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?