ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ମୃତ ଯୁବକ ହେଉଛନ୍ତି ଲେଫ୍ରିପଡ଼ା ଥାନା ଅଞ୍ଚଳର…