ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ ଖସି ପଡ଼ିଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ନଅ ଜଣ ପ୍ରାଣ ହରାଇଛନ୍ତି,…