ମହିଳା କିଣିବେ କାର୍, ଟଙ୍କା ଦେବେ ସରକାର! ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ଭୁବନେଶ୍ୱର,୧୪।୧୦: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଫ୍ଲାଗ୍ସିପ୍ ଯୋଜନା ସୁଭଦ୍ରା ସାରା ରାଜ୍ୟରେ ଚର୍ଚ୍ଚା ସାଉଁଟିଥିଲା । ଏବେ ମହିଳାଙ୍କ ପାଇଁ ଆଉ ଏକ ବଡ଼ ଯୋଜନା ଆସିବାକୁ ଯାଉଛି ।...