ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’ କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି। ତାଙ୍କର ଏହି ସଫଳତା ପାଇଁ ସମଗ୍ର ଜିଲାରୁ ପ୍ରଶଂସାର ସୁଅ ଛୁଟୁଛି। ବିଭିନ୍ନ…