କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…