ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି ଆଜି ବି ଦୁର୍ଗମ ଅଞ୍ଚଳରେ ମୌଳିକ ଭିତ୍ତିଭୂମିର ଅଭାବ ଯୋଗୁ ଲୋକେ ନାହିଁ…