ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ… ଗାଜର ଆମ ଶରୀର ପାଇଁ ବେଶ୍ ଉପକାରୀ। ଏଥିରେ ଭିଟାମିନ, ଫାଇବର୍ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ ଭରିରହିଛି, ଯାହା ହୃତ୍ପିଣ୍ଡ ପାଇଁ ଉପକାରୀ। ‘ସୁସ୍ଥ ହୃତ୍ପିଣ୍ଡ ଏବଂ ଗାଜର’ ଶୀର୍ଷକ...