ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଛାତ୍ରୀ ଜଣଙ୍କ ନିଜ…