ଟ୍ବିନ୍ ସିଟି ସହ ପ୍ରମୁଖ ସହରରେ ହୋଇପାରେ କୁକୁର, ବିଲେଇଙ୍କ ଲାଗି ଶ୍ମଶାନ ଭୁବନେଶ୍ୱର,୧୧।୯: ଗୃହପାଳିତ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି...