ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ… ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ…