ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ
ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ ଧନରାଜ ହାନୁମନ୍ତ ଧାମଧେରଙ୍କ ନିର୍ଦ୍ଦେଶ କ୍ରମ ପାଟଣା ରେଞ୍ଜର ଆର୍ତ୍ତ ତ୍ରାଣ ମିର୍ଦ୍ଧା…
ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ…
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ ଗୋରୁ ବୋଝେଇ ଏକ ଓଡି ୩୩ ଏମ୍ ୦୪୦୧ ନମ୍ବର ବିଶିଷ୍ଟ ପିକ୍ଅପ୍ର…
ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ
ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଯୁବଗୋଷ୍ଠୀ ଅଭିନବ ଉପାୟରେ ଏହି ଛୋଟ ବଡ଼ ଦୁର୍ଘଟଣା ରୋକିବାକୁ ପ୍ରୟାସ…
ଅସ୍ତିତ୍ୱ ହରାଇଛି କାଞ୍ଜିଆହୁଦା, ସହର ରାସ୍ତା ପାଲଟିଛି ଗୁହାଳ
ପଟ୍ଟାମୁଣ୍ଡାଇ,୨୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ କାଞ୍ଜିଆହୁଦା ଯୋଜନା ପ୍ରହସନରେ ପରିଣତ ହୋଇଛି। ଦିନ ହେଉ କି ରାତି ସହରର ରାସ୍ତାଗୁଡ଼ିକ କାଞ୍ଜିଆହୁଦା ପାଲଟିଛି। ବିଭିନ୍ନ ଛକରେ ମାଳମାଳ ଗୋରୁ ଗୋଠରେ ପଡ଼ି ରହିଲା ଭଳି ରାସ୍ତାରେ ଶୋଇ ରହୁଥିବା…
ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ
ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ଏବେ କୁଢ଼କୁଢ଼ ଅଳିଆ ଗଦାକୁ ନେଇ ବଢ଼ିଛି ଚିନ୍ତା। ପରିବେଶ ଦୂଷିତ ସହ ବିଭିନ୍ନ…
ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ
ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ। ପ୍ରକାଶ ଯେ, ଏବେ ପ୍ରାଣୀସମ୍ପଦକୁ ଫାଟୁଆ ରୋଗର ଭୟ ରହିଛି। ଏଥିପାଇଁ…
ହଠାତ୍ ବଢ଼ିଲା ମହାନଦୀର ଜଳସ୍ତର, ଚରିବାକୁ ଯାଇ ଫସିଗଲେ ଊର୍ଦ୍ଧ୍ୱ ଗୋରୁ, ଉଦ୍ଧାର ପାଇଁ ଚାଲିଛି…
ବାଙ୍କୀ,୭ା୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ମହାନଦୀରେ ଅଚାନକ ଜଳସ୍ତର ବୃଦ୍ଧି ଯୋଗୁ ଖାଦ୍ୟ ଅନ୍ବେଷଣରେ ମହାନଦୀର ବାଲି ପଠାକୁ ଯାଇ ଫସି ରହିଛନ୍ତି ଗୋରୁପଲ। ଏ ଚିତ୍ର ବାଙ୍କୀ କୁଶୁପଙ୍ଗୀର ମହାନଦୀ ବାଲିପଠାର। ମହାନଦୀର ଜଳସ୍ତର ବୃଦ୍ଧି ଯୋଗୁ ଗୋରୁପଲ ଆଉ…
ଗୋରୁ ଗାଡ଼ି ଜାଳିଦେଲେ ଗୋ’ ରକ୍ଷକ
ଭଦ୍ରକ,୨୧ା୮(ସନାତନ ରାଉତ): ଭଦ୍ରକ ୧୬ ନଂ ଜାତୀୟ ରାଜପଥର ନଳାଙ୍ଗ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଭୋର୍ ସମୟରେ ଏକ ଗୋରୁ ଗାଡ଼ିକୁ ଜାଳି ଦେଇଛନ୍ତି ଗୋ’ ରକ୍ଷକ l ୧୨ଟି ଗୋରୁ ଉଦ୍ଧାର କରିଛି ଗ୍ରାମାଞ୍ଚଳ ପୋଲିସ ସୂଚନା ମୁତାବକ…
ସନ୍ଧ୍ୟା ହେଲେ ରାଜପଥରେ ଗୋରୁପଲ, ବଢୁଛି ଦୁର୍ଘଟଣା
ଦାରିଙ୍ଗବାଡ଼ି,୧୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଉପରେ ଗୋରୁପଲଙ୍କ ଉପଦ୍ରବ ବୃଦ୍ଧି ପାଇଛି। ପ୍ରକାଶ ଯେ, ରାଇପୁରଠାରୁ ଗୋପାଳପୁରକୁ ସଂଯୋଗ କରୁଥିବା ଏହି ରାଜପଥରେ ଏବେ ଗାଡ଼ିସଂଖ୍ୟା ବୃଦ୍ଧିପାଇଛି। ବ୍ରହ୍ମପୁରଠାରୁ ଭବାନୀପାଟଣା, ବାଲିଗୁଡ଼ା,…
ବେଆଇନ ଗୋରୁ ଚାଲାଣ ବେଳେ ଧରିଲା ପୋଲିସ
ବୈଶିଙ୍ଗା,୪ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ କଳମା ପଞ୍ଚାୟତର ଗୋବିନ୍ଦରାୟପୁର ଓ ତାଳପଦା ଗ୍ରାମରେ ବୁଧବାର ଭୋର୍ ଚାରିଟା ସମୟରେ ଚଢ଼ାଉ କରାଯାଇ ପଶ୍ଚିମବଙ୍ଗ ଚାଲାଣ ପାଇଁ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରଖାଯାଇଥିବା ୩୦୩ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି।…
ଗୋରୁ ଚାଲାଣ ବେଳେ ଧରିଲା ବଜରଙ୍ଗ ଦଳ, ଡ୍ରାଇଭର-ହେଲପରଙ୍କୁ ଥାନାରେ ଦେଲେ ଜିମା
ମୋହନା,୮ା୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ସଦର ମହକୁମାର ସ୍ଥାନୀୟ ହାଇସ୍କୁଲ ନିକଟରୁ ବୁଧବାର ରାତରେ ଏକ ପିକ୍ଅପ୍ ( ଓଡି ୦୭ ଏ ଜି ୧୮୮୩ ) ରେ ଅମାନୁଷିକ ଭାବେ ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ୧୦…

