୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ ରହିଥାଏ । ଅନେକ କ୍ଷେତ୍ରରେ, ଏହା ଅନିୟନ୍ତ୍ରିତ। ଡାକ୍ତରଙ୍କ କହିବା ଅନୁସାରେ, ୪୦...