ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ… ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ ରାସ୍ତା କଡ଼ରେ ଏକ ବିରାଟ ଘାଇ (ଖାଇ) ସୃଷ୍ଟି ହୋଇଥିବାରୁ ଏହି ପଥ…