CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ ମଧ୍ୟ…