ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ…