Tag Archives: CBI

ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଗିରଫ ଘଟଣା, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ, ୨୯।୦୬: ମଦ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ହାଜର କରିଛି ସିବିଆଇ । କୋର୍ଟଙ୍କୁ ସିବିଆଇ ଅଧିକାରୀ କେଜ୍ରିଆଲ୍‌ଙ୍କୁ ଆଉ ରିମାଣ୍ଡରେ ନେବାକୁ...

ଧରାପଡ଼ିଲା ସ୍କୁଲରେ ବଡ଼ ଧରଣର ଦୁର୍ନୀତି, ସିବିଆଇ ଦାଏର କଲା ମାମଲା

ନୂଆଦିଲ୍ଲୀ, ୨୮।୦୬: ପ୍ରଥମିକ ଶିକ୍ଷା ବିଭାଗରେ ବଡ଼ ଧରଣର ଦୁର୍ନୀତି ହରିୟାଣାରେ ଦେଖିବାକୁ ମିଳିଛି । ପିଲାମାନେ ନଥାଇ ସେମାନଙ୍କର ନାମଲେଖା ଯାଇଛି । ଏହାକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଆକ୍ସନ ମୋଡକୁ ଆସିଛି । ଶିକ୍ଷା...

NEET-UG ରେ ଅନିୟମିତତା ମାମଲା: ସିବିଆଇ ଯାଞ୍ଚ ନିର୍ଦ୍ଦେଶ

ନୁଆଦିଲ୍ଲୀ,୨୨ା୬: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ NEET ପରୀକ୍ଷା ପରିଚାଳନାରେ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ଉପରେ କେନ୍ଦ୍ର ସରକାର ଶନିବାର ସିବିଆଇ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର ଇଣ୍ଡିଆ-ଇଣ୍ଡିଆନ୍ ଏୟାରଲାଇନ୍ସ ମିଶ୍ରଣ ମାମଲାରେ ଯବନିକା ପକାଇଛି। ଏହି ଦୁଇ କମ୍ପାନୀର ମିଶ୍ରଣ...

ୟୁକୋ ବ୍ୟାଙ୍କରେ ୮୨୦ କୋଟି ଟଙ୍କା ହେରଫେର ମାମଲା, ୬୭ ସ୍ଥାନରେ ସିବିଆଇ ରେଡ୍

ନୂଆଦିଲ୍ଲୀ,୭ା୩: ଦେଶରେ ପୁଣିଥରେ ବଡ ବ୍ୟାଙ୍କ ଠକେଇ ଖବର ସାମ୍ନାକୁ ଆସିଛି। ସନ୍ଦେହଜନକ ଆଇଏମପିଏସ କାରବାର ମାମଲାରେ କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ସିବିଆଇ ଦୁଇ ରାଜ୍ୟର ୬୭ ‘ଇ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଏହି କାରବାର ୮୦୦ କୋଟିରୁ...

ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘରେ ଇଡି ଚଢାଉ

ନୂଆଦିଲ୍ଲୀ,୨୨।୨: ଦେଶର ବୃହତ୍ତମ ଅନୁସନ୍ଧାନକାରୀ ସଂସ୍ଥା କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଗୁରୁବାର ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘର ସମେତ ୩୦ରୁ ଅଧିକ ସ୍ଥାନରେ ଚଢାଉ କରିଛି। ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରୀରେ କିରୁ ଜଳ...

୨୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ ଜିଏସଟି ଅଧିକାରୀ, ଜାଲ ବିଛାଇ ରେଡ୍ ହ୍ୟାଣ୍ଡେଡ ଧରିଲା ସିବିଆଇ

ସୁନ୍ଦରଗଡ଼,୨୫ା୧: ଗୁରୁବାର ରାଉରକେଲାରେ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲା ବେଳେ ବରିଷ୍ଠ ବସ୍ତୁ ଓ ସେବା କର (ଜିଏସଟି) ଅଧିକାରୀଙ୍କୁ ରେଡ୍ ହ୍ୟାଣ୍ଡେଡ ଧରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ଅମର କାନ୍ତ କୁମାର ନାମକ ଅଧିକାରୀଙ୍କୁ ସିବିଆଇ ଗିରଫ...

ମହୁଆ ମୋଇତ୍ରାଙ୍କ ବିରୋଧରେ ହେବ ସିବିଆଇ ତଦନ୍ତ, ବଡ଼ ଦାବି କଲେ ଭାଜପା ଏମପି

ନୂଆଦିଲ୍ଲୀ,୮।୧୧: ସଂସଦରେ ପ୍ରଶ୍ନ ପଚାରିବା ବଦଳରେ ଟଙ୍କା ନେଇଥିବା ଅଭିଯୋଗ ମାମଲାରେ ଭାଜପା ଏମପି ନିଶିକାନ୍ତ ଦୁବେ ବୁଧବାର ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରେ ଏକ ବଡ ଦାବି କରିଛନ୍ତି। ଲୋକପାଳ ମହୁଆଙ୍କ ବିରୋଧରେ ସିବିଆଇ...

ସିବିଆଇର ଅପରେଶନ ଚକ୍ର: ଇଣ୍ଟରନ୍ୟାଶନାଲ ସାଇବର ଫ୍ରଡ ମାମଲାରେ ୧୧ ରାଜ୍ୟର ୭୬ ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୧୯।୧୦: ସାଇବର ଅପରାଧକୁ ଦମନ କରିବା ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ବୁଧବାର ରେ ଦେଶବ୍ୟାପୀ ଅଭିଯାନ ‘ଅପରେସନ ଚକ୍ର ୨’ ଆରମ୍ଭ କରିଛି। ଦେଶର ବିଭିନ୍ନ ରାଜ୍ୟରେ ବିଶେଷ କରି ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, କର୍ନାଟକ, ହରିୟାଣା, କେରଳ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri