ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି
କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ ଭିତ୍ତିଭୂମି ରହିଥିବାରୁ ଏହି ଅନୁମତି ମିଳିଥିବା ନେଇ ବିଦ୍ୟାଳୟର ଅଧକ୍ଷା ତପସ୍ବିନୀ ମହାପାତ୍ର…
ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ ୨୫ ଲକ୍ଷ ୧୦ମ ଶ୍ରେଣୀରେ ଏବଂ ୧୮.୫ ଲକ୍ଷ ଦ୍ୱାଦଶ ଶ୍ରେଣୀରେ ପରୀକ୍ଷା…
ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବେ ବୈଭବ ସୂର୍ଯ୍ୟବଂଶୀ: ଜାରି ହେଲା ଆଡମିଟ କାର୍ଡ, କମ୍ ଉପସ୍ଥାନ ସତ୍ତ୍ୱେ…
ନୂଆଦିଲ୍ଲୀ,୧୨।୨: ଆଜିକାଲି ଷ୍ଟାର ବ୍ୟାଟ୍ସମ୍ୟାନ୍ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାରେ ଅଛନ୍ତି। ମାତ୍ର ୧୪ ବର୍ଷ ବୟସରେ ସାରା ବିଶ୍ୱର ବୋଲରଙ୍କୁ ଧରାଶାୟୀ କରିଛନ୍ତି। ସେ ତାଙ୍କ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ତାଙ୍କୁ ଏବେ କେବଳ ପଡ଼ିଆରେ ନୁହେଁ ବରଂ ପରୀକ୍ଷାରେ…
ପରୀକ୍ଷା ନିୟମ କଡ଼ାକଡ଼ି କଲା CBSE: ଏତିକି ପ୍ରତିଶତ ଉପସ୍ଥାପନ, ୨ ବର୍ଷ ଅଧ୍ୟୟନ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୫।୯: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ (ସିବିଏସ୍ଇ) ଜାତୀୟ ଶିକ୍ଷା ନୀତି (ଏନ୍ଇପି) ୨୦୨୦ ଅନୁଯାୟୀ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ନୂଆ ନିର୍ଦ୍ଦେଶିକା ଜାରି କରିଛି। ନୂଆ ନିୟମ ଅନୁସାରେ, ପରୀକ୍ଷାରେ ବସିବା ପାଇଁ…
CBSEର ବଡ଼ ନିଷ୍ପତ୍ତି, ଏଣିକି ବର୍ଷକୁ ୨ ଥର ହେବ ଦଶମ ବୋର୍ଡ଼ ପରୀକ୍ଷା
ନୂଆଦିଲ୍ଲୀ,୨୫।୬: ଯଦି ଆପଣଙ୍କ ପିଲାମାନେ ଦଶମ ଶ୍ରେଣୀ ପାଇଁ ପ୍ରସ୍ତୁତି କରୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପଦ୍ଧତିରେ ଏକ ବଡ଼ ପରିବର୍ତ୍ତନ…
ପଦ୍ମପୁରର ୬ ସ୍କୁଲର ବାହାରିନାହିଁ CBSE ପରୀକ୍ଷାଫଳ, ଅଭିଭାବକ ମହଲରେ ଉଦ୍ବେଗ
ପଦ୍ମପୁର,୧୪।୫(ପ୍ରଦୀପ୍ତ ଦାଶ): ସମଗ୍ର ଦେଶରେ କେନ୍ଦ୍ରୀୟ ବୋର୍ଡ ୨୦୨୫ ଶିକ୍ଷା ବର୍ଷ ଦ୍ୱାଦଶ ଓ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଥିଲା। ହେଲେ ଏଥିରେ ପଦ୍ମପୁର ଉପଖଣ୍ଡର ପ୍ରମୁଖ ୬ଟି ବିଦ୍ୟାଳୟର ଫଳାଫଳ ପ୍ରକାଶ ପାଇ ନ ଥିବାରୁ ଅଭିଭାବକ ମହଲରେ…
CBSE Result: ଦଶମରେ କଳାହାଣ୍ଡି ଟପ୍ପର ହେଲେ ଅନିକେତ ପଣ୍ଡା
ଭବାନୀପାଟଣା, ୧୩।୫(ଉତ୍ତମ କୁମାର ଦାଶ)-ସିବିଏସଇ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଏଥିରେ କଳାହାଣ୍ଡି ଜିଲା ଜୁନାଗଡ ଓଡିଶା ଆଦର୍ଶ ବିଦ୍ୟାଳୟ(ଓଏଭି)ର ଛାତ୍ର ଅନିକେତ ପଣ୍ଡା ଜିଲା ଟପ୍ପର ହୋଇ ନିଜ ସ୍କୁଲ ପାଇଁ ଗୌରବ ଆଣିଛନ୍ତି। ସେ ସର୍ବମୋଟ…
ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ
ଭୁବନେଶ୍ୱର,୧୩।୫: ଦ୍ୱାଦଶ ପରେ ଏପେ ପ୍ରକାଶ ପାଇଛି CBSE ଦଶମ ରେଜଲ୍ଟ। ଏଥିରେ ପାସ ହାର ୯୩.୬୬ ପ୍ରତିଶତ ରହିଛି। CBSE ୱେବସାଇଟରେ ଛାତ୍ରୀଛାତ୍ରମାନେ ରେଜଲ୍ଟ ପାଇପାରିବେ। ସୂଚନାଯୋଗ୍ୟ, ଏଥର CBSE ଦଶମରେ ୨୪ ଲକ୍ଷ ୧୨ ହଜାର ଛାତ୍ରୀଛାତ୍ର ପରୀକ୍ଷା…
CBSEର ବଡ଼ ନିଷ୍ପତ୍ତି! ଏବେ ପ୍ରଥମ ମିଳିବ ଉତ୍ତର ଖାତା, ତା’ପରେ ରିଭାଲ୍ୟୁଏଶନ!
ନୂଆଦିଲ୍ଲୀ,୩।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା CBSEଦ୍ୱାରା ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଫଳାଫଳ ଖୁବ ଶୀଘ୍ର ଘୋଷଣା କରାଯିବ। ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଫଳାଫଳ ପାଇଁ ଅପେକ୍ଷା କରିଛନ୍ତି। ଏହି ଛାତ୍ରମାନଙ୍କ ଅପେକ୍ଷାର ଅନ୍ତ ଯେକୌଣସି ସମୟରେ ହୋଇପାରେ।…
ହୋଲିରେ ଦ୍ୱାଦଶ ଶ୍ରେଣୀ ହିନ୍ଦୀ ପରୀକ୍ଷା, ଦେଇ ନ ପାରିଲେ ଆଉ ଏକ ସୁଯୋଗ: ସିବିଏସ୍ଇ
ନୂଆଦିଲ୍ଲୀ,୧୪ା୩: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ)ର ଦ୍ୱାଦଶ ଶ୍ରେଣୀ ହିନ୍ଦୀ ପରୀକ୍ଷା ମାର୍ଚ୍ଚ ୧୫ ହୋଲି ଦିନ ଅନୁଷ୍ଠିତ ହେବ। ଯେଉଁମାନେ ହୋଲି ପାଳନ ଯୋଗୁ ସେଦିନ ପରୀକ୍ଷା ଦେଇ ନ ପାରିବେ ସେମାନଙ୍କ ପାଇଁ ସ୍ବତନ୍ତ୍ର ପରୀକ୍ଷା କରାଯିବ…
ବିବାଦରେ ସିବିଏସ୍ଇ: ବିଷୟ ତାଲିକାରେ ନାହିଁ ଓଡ଼ିଆ, ସଫେଇ ଦେଲା ବୋର୍ଡ
ନୂଆଦିଲ୍ଲୀ,୨୬ା୨: ଆସନ୍ତା ଶିକ୍ଷାବର୍ଷରୁ ସିବିଏସ୍ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବର୍ଷକୁ ୨ ଥର ହେବ। ଫେବୃଆରୀ ୧୭ରୁ ମାର୍ଚ୍ଚ ୬ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ହେବାକୁ ଥିବାବେଳେ ମେ’ ମାସ ୫ରୁ ୨୦ ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ…
ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ
ନୂଆଦିଲ୍ଲୀ,୧୩।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରେଜଲ୍ଟ ଘୋଷଣା କରିଛି। ବୋର୍ଡ ଏକାସାଙ୍ଗରେ ଉଭୟ ଶ୍ରେଣୀ ପାଇଁ ଫଳାଫଳ ଘୋଷଣା କରିଛି। ଛାତ୍ରୀଛାତ୍ରମାନେ ସେମାନଙ୍କର ରେଜଲ୍ଟ ସିବିଏସସି ଅଫିସିଆଲ ୱେବସାଇଟ୍ ମାଧ୍ୟମରେ cbse.gov.in ରେ ଯାଇ ଦେଖିପାରିବେ।…
Archives


