ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍ ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ ଦଶମ ଶ୍ରେଣୀ ବୋର୍ଡ ଫଳାଫଳ ଦେଖିପାରିବେ। ଏଥର, CBSE ଦ୍ୱାଦଶ ଶ୍ରେଣୀ ଫଳାଫଳ…