କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ନିୟମକୁ କଡ଼ାକଡ଼ି କଲା ସିବିଏସସି ।…