ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ… ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ କାରଣରୁ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ନେଇ କୁହାଯାଇଛି । ପୂର୍ବରୁ ୩...