Tag Archives: cctv

ଗାଁ ନିକଟରେ ବୁଲୁଛି ବାଘ, ସିସିଟିଭିରେ କଏଦ ହେବା ପରେ…

ଜି.ଉଦୟଗିରି,୧୦ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତାବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ…

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ଏଥର ପୂଜାମଣ୍ଡପ ଜଗିବ ସିସିଟିଭି, ଶୃଙ୍ଖଳା ରକ୍ଷା ନ କଲେ…

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ପୋଲିସ ପୂଜା ଉପଲକ୍ଷେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଶାନ୍ତିଶୃଙ୍ଖଳାର ସହ ପୂଜା ସମାପନ ହେବା ନେଇ ଏଥର ଜିଲାର ସମସ୍ତ ପୂଜାମଣ୍ଡପରେ ସିସିଟିଭି ଲାଗିବାକୁ ପୋଲିସ ପ୍ରଶାସନ ନିଷ୍ପତ୍ତି ନେଇଥିବା କନ୍ଧମାଳ ଏସ୍‌ପି…

ସିବିଏସ୍‌ଇ ସ୍କୁଲରେ ସିସିଟିଭି ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ସିସିଟିଭି କ୍ୟାମେରା ସଂଯୋଗକୁ ବାଧ୍ୟତାମୂଳକ କରିଛି। ବୋର୍ଡ ପକ୍ଷରୁ ଏହାର ଆଫିଲିଏଶନ୍‌ ବାଇଲଜ୍‌-୨୦୧୮ରେ ଥିବା ଚାପ୍ଟର ୪ (ଫିଜିକାଲ ଇନ୍‌ଫ୍ରାଷ୍ଟ୍ରକ୍ଚର)ରେ ସଂଶୋଧନ ଅଣାଯାଇଛି। ସ୍କୁଲଗୁଡ଼ିକରେ…

ଚୋରି ରୋକିବାକୁ ମା’ ଦଣ୍ଡକାଳୀଙ୍କ ମନ୍ଦିରରେ ଲାଗିଲା ସିସିଟିଭି

ଗଞ୍ଜାମ,୧୩ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କଲେଜ ରୋଡ୍‌ରେ ଅବସ୍ଥିତ ମା’ ଦଣ୍ଡକାଳୀଙ୍କ ମନ୍ଦିରରେ ଶନିବାର ସିସିଟିଭି କ୍ୟାମେରା ଲାଗିଥିବା ଜଣାପଡ଼ିଛି। ଗଞ୍ଜାମ ସହର ଦ ଇକୋ ଓ୍ବାରିଅର୍‌ ଏବଂଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀ ମିଳିତ ସହଯୋଗରେ ଉକ୍ତ ସିସିଟିଭି ଲାଗିଥିବା…

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…

ସୁବର୍ଣ୍ଣପୁର ସହର ପାଇଁ ସିସି କ୍ୟାମେରା ସ୍ବପ୍ନ

ସୋନପୁର,୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ଗୁରୁତ୍ୱପୂର୍ଣ୍ଣ ଛକ ଏବଂ ଜିଲାର ବିନିକା ଓ ତରଭା ସହରରେ ସିସି ଟିଭି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ହୋଇଛି। ଜାନୁୟାରୀ ମାସରେ ଜିଲା ସଡକ ସୁରକ୍ଷା କମିଟି ଓ ସଚେତନ ନାଗରିକଙ୍କୁ ନେଇ ଅନୁଷ୍ଠିତ…

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୯।୬: ଓଡ଼ିଶାର ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଯିବ ବୋଲି ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି। ସେହିପରି ଧାନ ପରିବହନରେ ନିୟୋଜିତ ସମସ୍ତ ଗାଡ଼ିରେ ଜିପିଏସ୍ ଲଗାଯିବ ବୋଲି ମନ୍ତ୍ରୀ ପତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri