Tag Archives: cctv

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ, ସପ୍ତାହ ପରେ, ଏହି ସୁଟକେସ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ସିସିଟିଭି…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି। ଯାହାର ସିସିଟିଭି ଫୁଟେଜ ଭାଇରଲ ହେବାରେ ଲାଗିଛି। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ ନେଇ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା…

ଗାଁ ନିକଟରେ ବୁଲୁଛି ବାଘ, ସିସିଟିଭିରେ କଏଦ ହେବା ପରେ…

ଜି.ଉଦୟଗିରି,୧୦ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତାବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ…

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ଏଥର ପୂଜାମଣ୍ଡପ ଜଗିବ ସିସିଟିଭି, ଶୃଙ୍ଖଳା ରକ୍ଷା ନ କଲେ…

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ପୋଲିସ ପୂଜା ଉପଲକ୍ଷେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଶାନ୍ତିଶୃଙ୍ଖଳାର ସହ ପୂଜା ସମାପନ ହେବା ନେଇ ଏଥର ଜିଲାର ସମସ୍ତ ପୂଜାମଣ୍ଡପରେ ସିସିଟିଭି ଲାଗିବାକୁ ପୋଲିସ ପ୍ରଶାସନ ନିଷ୍ପତ୍ତି ନେଇଥିବା କନ୍ଧମାଳ ଏସ୍‌ପି…

ସିବିଏସ୍‌ଇ ସ୍କୁଲରେ ସିସିଟିଭି ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ସିସିଟିଭି କ୍ୟାମେରା ସଂଯୋଗକୁ ବାଧ୍ୟତାମୂଳକ କରିଛି। ବୋର୍ଡ ପକ୍ଷରୁ ଏହାର ଆଫିଲିଏଶନ୍‌ ବାଇଲଜ୍‌-୨୦୧୮ରେ ଥିବା ଚାପ୍ଟର ୪ (ଫିଜିକାଲ ଇନ୍‌ଫ୍ରାଷ୍ଟ୍ରକ୍ଚର)ରେ ସଂଶୋଧନ ଅଣାଯାଇଛି।…

ଚୋରି ରୋକିବାକୁ ମା’ ଦଣ୍ଡକାଳୀଙ୍କ ମନ୍ଦିରରେ ଲାଗିଲା ସିସିଟିଭି

ଗଞ୍ଜାମ,୧୩ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କଲେଜ ରୋଡ୍‌ରେ ଅବସ୍ଥିତ ମା’ ଦଣ୍ଡକାଳୀଙ୍କ ମନ୍ଦିରରେ ଶନିବାର ସିସିଟିଭି କ୍ୟାମେରା ଲାଗିଥିବା ଜଣାପଡ଼ିଛି। ଗଞ୍ଜାମ ସହର ଦ ଇକୋ ଓ୍ବାରିଅର୍‌ ଏବଂଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀ ମିଳିତ ସହଯୋଗରେ ଉକ୍ତ ସିସିଟିଭି ଲାଗିଥିବା…

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…

ସୁବର୍ଣ୍ଣପୁର ସହର ପାଇଁ ସିସି କ୍ୟାମେରା ସ୍ବପ୍ନ

ସୋନପୁର,୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ଗୁରୁତ୍ୱପୂର୍ଣ୍ଣ ଛକ ଏବଂ ଜିଲାର ବିନିକା ଓ ତରଭା ସହରରେ ସିସି ଟିଭି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ହୋଇଛି। ଜାନୁୟାରୀ ମାସରେ ଜିଲା ସଡକ ସୁରକ୍ଷା କମିଟି ଓ ସଚେତନ ନାଗରିକଙ୍କୁ ନେଇ ଅନୁଷ୍ଠିତ…

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୯।୬: ଓଡ଼ିଶାର ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଯିବ ବୋଲି ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି। ସେହିପରି ଧାନ ପରିବହନରେ ନିୟୋଜିତ ସମସ୍ତ ଗାଡ଼ିରେ ଜିପିଏସ୍ ଲଗାଯିବ ବୋଲି ମନ୍ତ୍ରୀ ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?