ଅନ୍ତର୍ଜାତୀୟ ମହିଳା ଦିବସରେ ପୁରସ୍କୃତ ହେଲେ ସିଡିପିଓ ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସମ୍ମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ସରକାରୀ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ ପାଇଁ ଅନ୍ତର୍ଜାତୀୟ ମହିଳା ଦିବସରେ ଜିଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ଏହି ପୁରସ୍କାର…