ବିକଶିତ ରାଷ୍ଟ୍ର ହେବା ପାଇଁ ବର୍ଷକୁ ୮ ନିୟୁତ ନିଯୁକ୍ତି ସୃଷ୍ଟି ଆବଶ୍ୟକ: ସିଇଏ ନୂଆଦିଲ୍ଲୀ,୨୨।୪: ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ କରିବାକୁ ହେଲେ ବର୍ଷକୁ ୮ ନିୟୁତ ହିସାବରେ ଅନୂ୍ୟନ ପରବର୍ତ୍ତୀ ୧୦ରୁ ୧୨ ବର୍ଷ ପର୍ଯ୍ୟନ୍ତ ନିଯୁକ୍ତି ସୃଷ୍ଟି କରିବାକୁ ହେବ। ଏଥିସହିତ ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ…