‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ! ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଇସଲାମି ଗୁରୁବାର କହିଛି ଯେ ଆମେରିକା ସହିତ ଯେକୌଣସି ଯୁଦ୍ଧବିରତି ଆଲୋଚନା ପାଇଁ…