ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦବୀରୁ ହଟାଇବା ପାଇଁ ନୋଟିସ୍ ନୂଆଦିଲ୍ଲୀ,୧୩ା୩: ଶୁକ୍ରବାର ବିରୋଧୀ ଦଳ ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦବୀରୁ ହଟାଇବା ପାଇଁ ନୋଟିସ୍ କରିଛନ୍ତି। ଏହି ନୋଟିସ୍ରେ ୧୯୩ ଜଣ ଏମ୍ପିଙ୍କ ଦସ୍ତଖତ ରହିଥିବାବେଳେ…