ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ
ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ କମିଶନ ମୋଦି ସରକାରଙ୍କ ଇସାରାରେ କାର୍ଯ୍ୟ କରୁଥିବା ଇଣ୍ଡିଆ ବ୍ଲକ୍ ପକ୍ଷରୁ ଅଭିଯୋଗ…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା
ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରୁ କକ୍ରୋଚ ଜନତା ପାର୍ଟି (ସିଜେପି) ଓହରିବ ନାହିଁ ବୋଲି ଏହାର ମୁଖପାତ୍ର…
ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦବୀରୁ ହଟାଇବା ପାଇଁ ନୋଟିସ୍
ନୂଆଦିଲ୍ଲୀ,୧୩ା୩: ଶୁକ୍ରବାର ବିରୋଧୀ ଦଳ ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦବୀରୁ ହଟାଇବା ପାଇଁ ନୋଟିସ୍ କରିଛନ୍ତି। ଏହି ନୋଟିସ୍ରେ ୧୯୩ ଜଣ ଏମ୍ପିଙ୍କ ଦସ୍ତଖତ ରହିଥିବାବେଳେ…

