CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’ ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ ସେମାନଙ୍କ ସଫଳତା ପାଇଁ ପ୍ରଶଂସା କରିଥିଲେ, ଯେତେବେଳେ ସେମାନେ ତାଙ୍କ ସହିତ ସେମାନଙ୍କର…