ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ… ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ…