ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା…