ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍ ପିଛା… ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ସିମେଣ୍ଟ କମ୍ପାନୀଗୁଡ଼ିକ ଦକ୍ଷିଣ ଭାରତରେ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବେ। ଏଥିରେ ଆନ୍ଧ୍ର...