ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ… ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା ଭିନ୍ନ ଧର୍ମ ଗ୍ରହଣ କରିଥିବା ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ସେ ଭିନ୍ନ...