ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲାପାଳ ତାକୁ ଗ୍ରହଣ କରିବା…