ଏହିଦିନ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ, ନିଯୁକ୍ତ ହେବେ ଏକ ଲକ୍ଷ… ଭୁବନେଶ୍ୱର,୭।୧: ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବ ଜନଗଣନା। ଏହି ପ୍ରକ୍ରିୟା ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ମାସରୁ ଆରମ୍ଭ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ୨୦୨୭ ଫେବୃଆରୀରୁ ଆରମ୍ଭ ହେବ ବୋଲି ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ...