Tag Archives: central government

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ କରିଥିବା ନିମେସୁଲାଇଡ୍ ଟାବଲେଟ୍ ପ୍ରସ୍ତୁତି, ବିକ୍ରୟ ଏବଂ ବଣ୍ଟନକୁ ବ୍ୟାନ କରାଯାଇଛି ।...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର ଟିକେଟ ମୂଲ୍ୟ ଆକାଶଛୁଆଁ ହୋଇଛି। ଏହି ସମୟରେ, କେନ୍ଦ୍ର ସରକାର ଏକ ବଡ଼...

କେନ୍ଦ୍ର ସରକାର ଧନୀଙ୍କୁ ଅଧିକ ଧନୀ କରାଉଛନ୍ତି: ରାହୁଲ

ନୂଆଦିଲ୍ଲୀ,୮ା୭(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଧନୀଙ୍କୁ ଅଧିକ ଧନୀ କରାଇବା ସହ ସାଧାରଣ ନିବେଶକମାନଙ୍କୁ ବରବାଦ ମଧ୍ୟକୁ ଠେଲିଦେଉଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ଅଭିଯୋଗ କରିଛନ୍ତି। ଫ୍ୟୁଚର୍ସ ଆଣ୍ଡ ଅପ୍ସନ୍‌ସ(ଏଫ୍‌ ଆଣ୍ଡ...

ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆସନ୍ତାକାଲି, ୨୪ ଏପ୍ରିଲ ୨୦୨୫ରେ, ସନ୍ଧ୍ୟା ୬ଟାରେ ଏକ ସର୍ବଦଳୀୟ...

ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୯: ଶ୍ରମିକ ବିଶେଷକରି ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ କେନ୍ଦ୍ର ସରକାର ସର୍ବନିମ୍ନ ମଜୁରୀ ହାରରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା (ଭିଡିଏ) ସଂଶୋଧନ କରି...

୭ କୋଟି ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଇପିଏଫ୍‌ଓ ଏବେ…

ନୂଆଦିଲ୍ଲୀ, ୧୯ା୭: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ ବା ପ୍ରୋଭିଡେଣ୍ଟ ଫଣ୍ଡ (ଇପିଏଫଓ) ଏହାର ଉପଭୋକ୍ତାମାନଙ୍କୁ ଏକ ବିଶେଷ ସୁବିଧା ଯୋଗାଇବାକୁ ଯୋଜନା କରୁଛି । ଏହା ଅଭିଯୋଗ ଦାଖଲ କରିବାକୁ କିମ୍ବା ଅନ୍ୟ ମାମଲା ଜଡ଼ିତ ସହାୟତା ଚାହୁଁଥିବା...

ଏହି ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଗକୁ ମିଳିବ…

ନୂଆଦିଲ୍ଲୀ,୨।୬: ମହଙ୍ଗା ଭତ୍ତା ବଢ଼ିବା ପରେ ଏବେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ପାଇଁ ଆଉ ଏକ ଖୁସିଖବର। ଏହି କର୍ମଚାରୀଙ୍କୁ ଅବସର ପରେ ମିଳୁଥିବା ଅର୍ଥ ରାଶିରେ ବୃଦ୍ଧି ହେବ। ମହଙ୍ଗା ଭତ୍ତା ୫୦ ପ୍ରତିଶତ ବୃଦ୍ଧି ହେବା ପରେ...

ଟମାଟୋ ପରେ ଏବେ ପିଆଜକୁ ନେଇ ଚିନ୍ତା: ଏକ ସପ୍ତାହରେ ଦ୍ୱିଗୁଣିତ ହେଲା ଦର, ୧୫୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ

ନୂଆଦିଲ୍ଲୀ,୩୦।୧୦: କିଛି ମାସ ଧରି ଟମାଟୋର ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତା ବଢାଇ ଦେଇଥିବା ବେଳେ ବର୍ତ୍ତମାନ ପିଆଜର ମୂଲ୍ୟ ମଧ୍ୟ ଚିନ୍ତା ବଢାଉଛି। ଗତ କିଛି ଦିନ ହେବ ପିଆଜ ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିଛି। ଏକ ସପ୍ତାହ...

Diwali Bonus 2023: କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ଦୀପାବଳୀ ଉପହାର, ଘୋଷଣା କଲେ ବୋନସ

ନୂଆଦିଲ୍ଲୀ, ୧୭।୧୦: ମୋଦୀ ସରକାର ଦୀପାବଳୀ ଅବସରରେ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ବଡ଼ ଉପହାର ଦେଇଛନ୍ତି। ସରକାର ମଙ୍ଗଳବାର (୧୭ ଅକ୍ଟୋବର) ଦୀପାବଳୀ ବୋନସ ଦେବାକୁ ଘୋଷଣା କରିଛନ୍ତି। ଏହାରି ମାଧ୍ୟମରେ ଗ୍ରୁପ -ବି ଏବଂ ଗ୍ରୁପ -ସି ବର୍ଗର କର୍ମଚାରୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri